Advertisement

Adapa Bije

alt
ଦୀର୍ଘ ୫୩ବର୍ଷ ପରେ ହେଲା ମହାପ୍ରଭୁଙ୍କ ବିରଳ ରଥଯାତ୍ରା। ଦୁଇଦିନ ଧରି ରଥରେ ମହାପ୍ରଭୁ ଯାତ୍ରା କଲେ। ଶ୍ରୀଗୁଣ୍ଡିଚା ଯାତ୍ରା ଦିନ ଅପରାହ୍ନ ପ୍ରାୟ ୪.୫୯ ମିନିଟରେ ବଡଦାଣ୍ଡରେ ଶ୍ରୀଗୁଣ୍ଡିଚା ଅଭିମୁଖେ ଗଡିଥିବା ମହାପ୍ରଭୁଙ୍କ ଦିବ୍ଯରଥ ଗତକାଲି ଅପରାହ୍ନ ୨.୩୫ରେ ସିଂହଦ୍ଵାର ଚକଡାରେ ପହଞ୍ଚିଥିଲା। ଦୁଇଦିନିଆ ଯାତ୍ରାରେ କ୍ଳାନ୍ତ ହୋଇପଡିଛନ୍ତି ମହାପ୍ରଭୁ। ରଥ ଉପରେ ଚାଲିଛି ମହାପ୍ରଭୁଙ୍କ ସମସ୍ତ ନିତିକାନ୍ତି। ଆଜି ସଂନ୍ଧ୍ୟା ଧୂପ ପରେ ଗୋଟି ପହଣ୍ଡିରେ ଆଡପମଣ୍ଡପକୁ ବିଜେ କରିବେ ମହାବାହୁ। ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ରଥାରୂଢ ଶ୍ରୀଜୀୟୁ ମାନଙ୍କୁ ଦିବ୍ଯ ଦର୍ଶନ କରୁଛନ୍ତି ଲକ୍ଷଲକ୍ଷ ଶ୍ରଦ୍ଧାଳୁ। ନିଜ ଯନ୍ମମାଟିରେ ପହଞ୍ଚିବା ପରେ ସମଗ୍ର ଅଞ୍ଚଳ ଏବେ ଦିବ୍ଯମୟ ହୋଇଯାଇଛି। ଆଜି ସକାଳୁ ସକାଳୁ ରଥାରୂଢ ଶ୍ରୀଜୀୟୁଙ୍କ ନି
Jul 9,2024, 15:13 PM IST

Trending news