Advertisement

Odisha news today

फोटो

alt
ଓଡ଼ିଶାରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଅଧିକାଂଶ ଜିଲ୍ଲାରୁ ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ଦୁଇଦିନ ମଧ୍ୟରେ ସଂପୂର୍ଣ୍ଣ ଓଡିଶାରୁ ମୌସୁମୀ ଫେରିବା ନେଇ ପାଗ ଅନୁକୂଳ ରହିଛି । ଦେଶରେ ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ସଂପୂର୍ଣ୍ଣ ଫେରିଯାଇଛି ମୌସୁମୀ । ମହାରାଷ୍ଟ୍ର, ଛତିଶଗଡ଼ର କିଛି ଅଞ୍ଚଳ ସମେତ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶାରୁ ଫେରିଛି । ଚଳିତ ବର୍ଷ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡିଶା ଛୁଇଁଥିଲା ମୌସୁମୀ । କେରଳ ଛୁଇଁବ ର ୮ ଦିନ ପରେ ଓଡ଼ିଶାରେ ପ୍ରବେଶ କରିଥିଲା । ଓଡିଶାରେ ଏଥର ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଗତ ସପ୍ତାହେ ହେବ ଓଡିଶ
Oct 13,2024, 20:39 PM IST
alt
ଆଜି ଉତ୍ତର ଓଡ଼଼ିଶାରେ ହେବ ପ୍ରବଳ ବର୍ଷା । ବଙ୍ଗୋପସାଗରେ ସୃଷ୍ଟ ଗଭୀର ଅବପାତର ତୀବ୍ରତା ଅଧିକ ରହିଛି । ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ଲାଗିରହିବ ବୋଲି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି କେନ୍ଦୁଝର ବାଲେଶ୍ୱର ଓ ସୁନ୍ଦରଗଡ଼କୁ ଅରଞ୍ଜ ଓ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ରହିଛି । ଏଣୁ ମତ୍ସ୍ଯଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଉତ୍ତର ଉପକୂଳରେ ଥିବା ଧାମରା ଏବଂ ପାରାଦୀପ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । କାଲିଠୁ ବର୍ଷା କମିବା ସହ ଗରମ ଗୁଳୁଗୁଳି ଆରମ୍ଭ ହେବ ।
Sep 16,2024, 14:39 PM IST
View More

Trending news