Advertisement

Odisha Weather News

alt
Jan 28,2025, 14:52 PM IST
alt
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତ । ଶୀତ ସହ ଘନ କୁହୁଡି କରିବ ଅସ୍ତବ୍ୟସ୍ତ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ସ୍ବାଭାବିକ ଶୀତ ଅନୁଭୁତ ହେଉଛି । ସେହିପରି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜରେ ବି ଜାଡ ଅନୁଭୁତ ହେଉଛି । ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁ
Jan 19,2025, 15:26 PM IST
alt
Jan 12,2025, 16:52 PM IST
alt
Jan 5,2025, 16:26 PM IST
alt
Oct 12,2024, 19:13 PM IST
alt
Odisha Weather: ୧୫ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ନିଷ୍କ୍ରିୟ ରହିବା ସହ କୌଣସି ସିଷ୍ଟମର ସଙ୍କେତ ମିଳୁ ନାହିଁ। ୯ ତାରିଖ ବେଳକୁ ତାମିଲନାଡ଼ୁ ନିକଟସ୍ଥ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରୁ କେରଳ ନିକଟସ୍ଥ ଦକ୍ଷିଣ-ପୂର୍ବ ଆରବସାଗର ପର୍ଯ୍ୟନ୍ତ ଏକ ବିସ୍ତିର୍ଣ୍ଣ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ଦୁଇ ଦିନରେ ଦକ୍ଷିଣ ଆରବ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଉତ୍ତର ଆଡ଼କୁ ମୁହାଁଇ ୧୪ ତାରିଖରେ ଗଭୀର ଅବପାତରେ ପରିଣତ ହୋଇପାରେ। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ। ୧୬ କିମ୍ବା ୧୭ ତାରିଖ ବେଳକୁ ଏହି ସିଷ୍ଟମର ପବନ ଆସି ରାଜ୍ୟରେ କିଛି ବର୍ଷା କରାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି।
Oct 7,2024, 17:00 PM IST
alt
Weather Update: ଆସୁଛି ଆଉ ଏକ ଲଘୁଚାପ। ଆଜି ସୃଷ୍ଟି ହୋଇପାରେ ଲଘୁଚାପ। ବାୟୁ ମଣ୍ତଳରେ ଏକ ସାଇକ୍ଲୋନିକ୍ ସର୍କୁଲେସନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟରେ ଏକାଧିକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ବର୍ତ୍ତମାନ ସୁଧା ବାତ୍ୟା ଆଶଙ୍କା ନଥିବା ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପାଣିପାଗ ବିଭାଗର ସୂଚନା ଅନୁସାରେ, ଶୁକ୍ରବାର ଉପକୂଳ ଓଡ଼ିଶା ସମେତ ମୟୂରଭଂଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ଆସନ୍ତା ୬ ଓ ୭ ତାରିଖରେ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଓଡି଼ଶାରେ ହାଲୁକା ବର୍ଷା ହୋଇପାରେ। ୮ ତାରିଖ ବେଳକୁ ରାଜ୍ୟରେ ପୁଣି ଥରେ ବର୍ଷାର ପରିମାଣ ବୃଦ୍ଧି ପାଇ
Oct 4,2024, 16:39 PM IST
alt
Weather Report: ରାଜ୍ୟରେ ଜାରି ରହିଛି ଲଘୁଚାପ (Low Pressure)ର ପ୍ରଭାବ। ଗତ ୩ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଶନିବାର ଟ୍ବିନ ସିଟି(କଟକ, ଭୁବନେଶ୍ୱର)ରେ ପାଗ ଫିଟିଛି। ସେହିପରି ରାଜ୍ୟରେ ଅନେକ ସ୍ଥାନରେ ଖରା ଅନୁଭୂତ ହୋଇଥିବା ବେଳେ କିଛି କିଛି ସ୍ଥାନରେ ହାଲୁକା ଧରଣର ବର୍ଷା ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ପୂର୍ବାପେକ୍ଷା ବର୍ଷାର ପରିମାଣ କମ୍ ହୋଇଥିଲେ ମଧ୍ୟ କିଛି କିଛି ସ୍ଥାନରେ ଏହାର ପ୍ରଭାବ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ। ଆଜି ଅର୍ଥାତ୍ ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ନୂଆପଡ଼ାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଏହି ସବୁ ସ୍ଥାନ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପା
Sep 29,2024, 16:13 PM IST
alt
ଆସୁଛି ଆଉ ଏକ ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ୨ ଟି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ। ପ୍ରଭାବରେ ଆଗାମୀ କିଛି ଦିନ ଯାଏଁ ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ ଘଡି ହେବାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଫଳରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ କିଛି ଜିଲ୍ଲାକୁ ଆଜି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲ୍ଲା ଗୁଡିକ ହେଲା, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି , ନବରଙ୍ଗପୁର, ଗଞ୍ଜାମ, ଗଜପତି ଓ କନ୍ଧମାଳ। ବିଶେଷକରି ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ହେବାର ସମ୍ଭାବନା ର
Sep 24,2024, 19:13 PM IST
alt
Sep 17,2024, 15:52 PM IST
alt
ରାଜ୍ୟରେ ଜାରି ରହିଛି ବର୍ଷା । ଗଭୀର ଅବପାତ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷାରେ ମାଲକାନଗିରିରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। କୋରାପୁଟ୍ ଓ ରାୟଗଡାରେ ବି ସ୍ଥିତି ବେହାଲ ହୋଇଛି। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆଜି ବି ବର୍ଷା ଲାଗି ରହିବ। ତେବେ, ପଶ୍ଚିମ ଓଡି଼ଶାରେ ପ୍ରବଳ ବର୍ଷା ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ସୋମବାର ଦିନ ପୁରୀ ପାଖରେ ଓଡି଼ଶା ଉପକୂଳ ଅତିକ୍ରମ କରିଛି। ଏହା ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେବାସହ ଆଭ୍ୟନ୍ତରୀଣ ଓଡ଼ିଶା ଆଡକୁ ଯାଉଛି। ଏହା ଦୁର୍ବଳ ହୋଇ ଅବପାତକୁ ଖସିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏବଂ ଆସନ୍ତା ୨୪ ଘଣ୍ଟାରେ ଏହା ଉତ୍ତର ଛତିଶଗଡ ଆଡ଼କୁ ଗତି କରିବ। ମଙ୍ଗଳବାର ସୁଧା ଏହା ଆହୁରି ଦୁର
Sep 10,2024, 15:52 PM IST
alt
Weather Update: ରାଜ୍ୟରେ ଜାରି ରହିଛି ବର୍ଷା । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ରହିଛି। ଆସନ୍ତା ସୋମବାର ଏହା ଅବପାତ ରୂପ ନେବ। ଲଘୁଚାପ ପ୍ରଭାବରେ ଶନିବାର ରାଜ୍ୟର କିଛି ସ୍ଥାନରେ ନିର୍ଧୁମ୍ ବର୍ଷା ହେବ। ଗଞ୍ଜାମ, ଗଜପତି, ରାୟଗଡା,ପୁରୀ, ଖୋର୍ଦ୍ଧା, କୋରାପୁଟ୍ , ମାଲକାନଗିରି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି, ଆଜି ବାଲେଶ୍ବର, ଭଦ୍ରକ,ଯାଜପୁର,କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ , ଗଜପତି, ଗଂଜାମ, ମୟୂରଭଂଜ, କେନ୍ଦୁଝର, ଦେବଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ହୋଇପାରେ।
Sep 7,2024, 16:52 PM IST
View More

Trending news