Advertisement

Puri Dussehra 2024

alt
Puri Durga Puja: ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ,ଯାହା ଦଶହରାର ପ୍ରଥମ ବିଧି।ଏହା ପରେ କାରିଗରମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରହନ୍ତି । ପବିତ୍ର ମହାଳୟା ଅବସରରେ ମା’ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡ଼ି ଚଢାଯାଏ । ମହାଳୟାଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ । କାରଣ ଏହି ଦିନଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ । ତେବେ ଆଜି ହେଉଛି ମହାଷ୍ଟମୀ ପୂଜା। ତେଣୁ ପୀଠେ ନବମୀ ପୂଜା ଚାଲିଥିବା ବେଳେ ମଣ୍ଡପରେ ଅଷ୍ଟମୀ ପୂଜା ଚାଲିଛି। 
Oct 11,2024, 14:08 PM IST

Trending news