Advertisement

Weather report

alt
Weather Update: ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ତେବେ, ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଆଜିଠାରୁ ରାଜ୍ୟରେ ଶୀତ କମିବ। ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ। ଏହା ପ୍ରଭାବରେ କମ୍ ଶୀତ ଅନୁଭବ ହେବ। ଉଭୟ ପାଣିପାଗ ବିଭାଗ ଓ ବିଶେଷଜ୍ଞ  ଏଭଳି ପୂର୍ବାନୁମାନ କରିଛନ୍ତି। ସେହିପରି ତାମିଲନାଡୁ  ଓ ଶ୍ରୀଲଙ୍କା ଉପକୂଳରେ ହେବାକୁ ଥିବା ବାତ୍ୟା ପ୍ରଭାବରେ ରାଜ୍ୟରେ କାଁ ଭାଁ ବର୍ଷା ହୋଇପାରେ। ଭୁବନେଶ୍ବର ସଂଲଗ୍ନ ଉପକୂଳ ଜିଲ୍ଲାରେ ଆଜି ରାତିରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ବଢିବ। ୨ ତାରିଖ ଯାଏଁ ରାତି ତାପମାତ୍ରା  ଅଧିକ ରହିବ ଓ କମ୍ ଶୀତ ହେବ। ୩ ତାରିଖ ରାତି ତାପମାତ୍ରା ପୁଣି ୨ ଡିଗ୍ରୀ କମିଯିବ। ଆସନ୍ତାମାସ ୪,୫ ଓ ୬ ତାରିଖରେ ଏଭଳି ତାପମାତ୍ରା ରହିବ। 
Nov 28,2024, 18:11 PM IST
alt
Nov 22,2024, 19:00 PM IST
alt
Nov 21,2024, 15:47 PM IST
alt
Weather Update: ରାଜ୍ୟରେ ଏବେ ହାଲୁକା ଥଣ୍ତା ଅନୁଭବ ହେଉଛି। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ ସକ୍ରିୟ ରହିଛି। ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡି଼ଶାର କେତେକ ସ୍ଥାନରେ ହାଲୁକା ବର୍ଷା ହେଉଛି। କିନ୍ତୁ ରାଜ୍ୟରେ ଏହାର ଅଧିକ ପ୍ରଭାବ ରହିବ ନାହିଁ। ବିଶେଷକରି ଆଜି କୋରାପୁଟ , ମାଲକାନଗିରି,  ପୁରୀ ,ଗଂଜାମ ,ଗଜପତି ଓ ରାୟଗଡାରେ ଗୋଟିଏ ଦୁଇଟି  ସ୍ଥାନରେ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି। ଏବଂ ଆଗାମୀ ୭ ଦିନ ପାଗ ମୁଖ୍ୟତ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗରୁ କୁହାଯାଇଛି। ମଙ୍ଗଳବାର ଦିନ, ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୬.୦୦ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ବରରେ ରାତିର ତାପମାତ୍ରା ୨୨.୮ ଡିଗ୍ରୀ ଥିବା ବେଳେ କଟକରେ ରାତିର ତାପମାତ୍ରା ୨୧ ଡିଗ୍ରୀ ରେ
Nov 13,2024, 16:41 PM IST
alt
Oct 24,2024, 17:04 PM IST
alt
ଓଡ଼ିଶାରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଅଧିକାଂଶ ଜିଲ୍ଲାରୁ ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଆସନ୍ତା ଦୁଇଦିନ ମଧ୍ୟରେ ସଂପୂର୍ଣ୍ଣ ଓଡିଶାରୁ ମୌସୁମୀ ଫେରିବା ନେଇ ପାଗ ଅନୁକୂଳ ରହିଛି । ଦେଶରେ ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରରୁ ସଂପୂର୍ଣ୍ଣ ଫେରିଯାଇଛି ମୌସୁମୀ । ମହାରାଷ୍ଟ୍ର, ଛତିଶଗଡ଼ର କିଛି ଅଞ୍ଚଳ ସମେତ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ଆରମ୍ଭ ହୋଇଛି । ସ୍ବାଭାବିକ ସମୟର ଦୁଇ ଦିନ ପୂର୍ବରୁ ମୌସୁମୀ ଓଡ଼ିଶାରୁ ଫେରିଛି । ଚଳିତ ବର୍ଷ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡିଶା ଛୁଇଁଥିଲା ମୌସୁମୀ । କେରଳ ଛୁଇଁବ ର ୮ ଦିନ ପରେ ଓଡ଼ିଶାରେ ପ୍ରବେଶ କରିଥିଲା । ଓଡିଶାରେ ଏଥର ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ଗତ ସପ୍ତାହେ ହେବ ଓଡିଶ
Oct 13,2024, 20:39 PM IST
alt
Oct 12,2024, 19:13 PM IST
alt
Weather Update: ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ଆଜି ମଧ୍ୟ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିଲା। ମଙ୍ଗଳବାର ସକାଳ ସକାଳ ସାଢେ ୫ଟା ମଧ୍ୟରେ ନୟାଗଡରେ ସର୍ବାଧିକ ବର୍ଷା ୧୫.୨ ମିମି ରେକର୍ଡ ହୋଇଥିବା ବେଳେ ଢେଙ୍କାନାଳ, ଦାରିଙ୍ଗିବାଡି, ଫୁଲବାଣୀ ,କୋରାପୁଟ୍, କେନ୍ଦୁଝର, ଝାରସୁଗୁଡା, ଅନୁଗୁଳ,ଭୁବନେଶ୍ବର, କଟକ ଏବଂ ଚାନ୍ଦବାଲିରେ ବର୍ଷା ହୋଇଛି।  ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆଜି ଉତ୍ତର ଓଡିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ବର,  ଭଦ୍ରକ, ମାଲକାନଗିରି, କୋରାପୁଟ୍ , ରାୟଗଡା ଓ ଗଜପତିରେ  ବିଜୁଳି ଘଡ଼଼ଘଡି ସହ ବର୍ଷା ହେବାର ସମ୍ଭାବନା 
Oct 9,2024, 18:45 PM IST
alt
Odisha Weather: ୧୫ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ନିଷ୍କ୍ରିୟ ରହିବା ସହ କୌଣସି ସିଷ୍ଟମର ସଙ୍କେତ ମିଳୁ ନାହିଁ। ୯ ତାରିଖ ବେଳକୁ ତାମିଲନାଡ଼ୁ ନିକଟସ୍ଥ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରୁ କେରଳ ନିକଟସ୍ଥ ଦକ୍ଷିଣ-ପୂର୍ବ ଆରବସାଗର ପର୍ଯ୍ୟନ୍ତ ଏକ ବିସ୍ତିର୍ଣ୍ଣ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ଦୁଇ ଦିନରେ ଦକ୍ଷିଣ ଆରବ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଉତ୍ତର ଆଡ଼କୁ ମୁହାଁଇ ୧୪ ତାରିଖରେ ଗଭୀର ଅବପାତରେ ପରିଣତ ହୋଇପାରେ। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ। ୧୬ କିମ୍ବା ୧୭ ତାରିଖ ବେଳକୁ ଏହି ସିଷ୍ଟମର ପବନ ଆସି ରାଜ୍ୟରେ କିଛି ବର୍ଷା କରାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି।
Oct 7,2024, 17:00 PM IST
alt
Oct 6,2024, 15:26 PM IST
alt
Weather Update: ପାର୍ବଣ ପୂର୍ବରୁ ବଦଳିଲା ପାଗର ମିଜାଜ୍। ସୃଷ୍ଟ ହେଲା ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କିନ୍ତୁ ଏହାର ପ୍ରଭାବ ଅଧିକ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ରାଜ୍ୟରେ କାଁ-ଭାଁ ସ୍ଥାନରେ ବର୍ଷା ରହିବ। ଆଜି ବିଶେଷକରି, ବାଲେଶ୍ଵର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଭଦ୍ରକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖ ପରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି, ଆସନ୍ତାକାଲି ଉତ୍ତର ଓ ପଶ୍ଚିମ ଓଡିଶାର କେତେକ ଜିଲ୍ଲାରେ ବର୍ଷ
Oct 5,2024, 20:00 PM IST
alt
Weather Update: ଆସୁଛି ଆଉ ଏକ ଲଘୁଚାପ। ଆଜି ସୃଷ୍ଟି ହୋଇପାରେ ଲଘୁଚାପ। ବାୟୁ ମଣ୍ତଳରେ ଏକ ସାଇକ୍ଲୋନିକ୍ ସର୍କୁଲେସନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟରେ ଏକାଧିକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ବର୍ତ୍ତମାନ ସୁଧା ବାତ୍ୟା ଆଶଙ୍କା ନଥିବା ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ପାଣିପାଗ ବିଭାଗର ସୂଚନା ଅନୁସାରେ, ଶୁକ୍ରବାର ଉପକୂଳ ଓଡ଼ିଶା ସମେତ ମୟୂରଭଂଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ଆସନ୍ତା ୬ ଓ ୭ ତାରିଖରେ ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଓଡି଼ଶାରେ ହାଲୁକା ବର୍ଷା ହୋଇପାରେ। ୮ ତାରିଖ ବେଳକୁ ରାଜ୍ୟରେ ପୁଣି ଥରେ ବର୍ଷାର ପରିମାଣ ବୃଦ୍ଧି ପାଇ
Oct 4,2024, 16:39 PM IST
alt
Weather Report: ରାଜ୍ୟରେ ଜାରି ରହିଛି ଲଘୁଚାପ (Low Pressure)ର ପ୍ରଭାବ। ଗତ ୩ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଶନିବାର ଟ୍ବିନ ସିଟି(କଟକ, ଭୁବନେଶ୍ୱର)ରେ ପାଗ ଫିଟିଛି। ସେହିପରି ରାଜ୍ୟରେ ଅନେକ ସ୍ଥାନରେ ଖରା ଅନୁଭୂତ ହୋଇଥିବା ବେଳେ କିଛି କିଛି ସ୍ଥାନରେ ହାଲୁକା ଧରଣର ବର୍ଷା ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ପୂର୍ବାପେକ୍ଷା ବର୍ଷାର ପରିମାଣ କମ୍ ହୋଇଥିଲେ ମଧ୍ୟ କିଛି କିଛି ସ୍ଥାନରେ ଏହାର ପ୍ରଭାବ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ। ଆଜି ଅର୍ଥାତ୍ ରବିବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ନୂଆପଡ଼ାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଏହି ସବୁ ସ୍ଥାନ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପା
Sep 29,2024, 16:13 PM IST
alt
Sep 28,2024, 19:41 PM IST
View More

Trending news