Guru Gochar 2025: ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଦେବଗୁରୁ ବୃହସ୍ପତି ବର୍ତ୍ତମାନ ବୃଷ ରାଶିରେ ବିରାଜମାନ ଅଛନ୍ତି। ମେ ୧୪ ତାରିଖ ସକାଳ ୧୦ଟା ୫୦ ମିନିଟ୍ ସମୟରେ ଦେବଗୁରୁ ବୃହସ୍ପତି କର୍କଟ ରାଶିକୁ ଚଳନ କରିବେ। ବୃହସ୍ପତିଙ୍କ ଏହି ଚଳନ କିଛି ରାଶିପାଇଁ ବରଦାନ ପାଲଟିବ। ବୃହସ୍ପତିଙ୍କୁ ଦାନ, ସନ୍ତାନ, ପୁଣ୍ୟ ,ଜ୍ଞାନ ଓ ବୁଦ୍ଧିର କାରକ ବୋଲି ବିବେଚନା କରାଯାଏ। ଯଦି ଜାତକ ବା ରାଶିରେ ବୃହସ୍ପତିଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ସମସ୍ତ ପ୍ରକାର ସୁଖ ସମୃଦ୍ଧି ପ୍ରାପ୍ତ କରିବା ସହିତ କ୍ୟାରିୟରରେ ଅଗ୍ରଗତି କରିଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ସବୁ ରାଶିଙ୍କ ଭାଗ୍ୟ ଚମକାଇବାକୁ ଯାଉଛନ୍ତି ବୃହସ୍ପତି
ALSO READ: Weather Update: ବଦଳିବ ପାଣିପାଗ ମିଜାଜ୍, ଆସୁଛି ବଡ଼ ବର୍ଷା; ଏହିସବୁ ଜିଲ୍ଲାରେ ବର୍ଷିବ...
ALSO READ: Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?
ट्रेन्डिंग फोटोज़