Horoscope Today 15 February 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୧୫ ହେଉଛି ଶନିବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ମିଥୁନ- ମନରେ ଅନ୍ୟ ପ୍ରତି ଈର୍ଷାଭାବ ସୃଷ୍ଟି ହେବାର ସମ୍ଭାବନା ଅଛି । ନିଜ ସାଥୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଯାନର ରକ୍ଷଣାବେକ୍ଷଣ ପାଇଁ ଖର୍ଚ୍ଚ ବଢିପାରେ । ବ୍ୟବସାୟରେ ଲାଭ ସୁଯୋଗ ମିଳିବ ।
କନ୍ୟା- ଘାତ ଚନ୍ଦ୍ର ଯୋଗ ଥିବାରୁ ଚାକିରିରେ ସ୍ଥାନ ପରିବର୍ତ୍ତନ ହେବାର ଯଥେଷ୍ଟ ସମ୍ଭାବନା ଅଛି । ପ୍ରଭାବଶାଳୀ ହେବେ । ବିଦ୍ୟାର୍ଥୀ ଲାଭବାନ ହେବ । ପରିବାରଠାରୁ ଦୂରରେ ରହିବାକୁ ପଡିପାରେ । ଖର୍ଚ୍ଚ ବୃଦ୍ଧି ପାଇବ । ଏକ ଧାର୍ମିକ ସ୍ଥାନକୁ ତୀର୍ଥଯାତ୍ରା କରିବାର ଯୋଗ ରହିଛି ।
ଧନୁ- ଆଜି ଦିନଟି ଏତେ ଖାସ୍ ରହିବ ନାହିଁ। ଅଙ୍ଗରେ ଆଘାତ ଲାଗିବା ଭଳି ସମସ୍ୟା ଦେଖା ଦେବ । ପୁରୁଣା କାର୍ଯ୍ୟକୁ ସଂପୂର୍ଣ୍ଣ କରିବାକୁ ସମୟ ଲାଗିବ । ଧନ ସଂପତ୍ତିରେ ବୃଦ୍ଧି ଘଟିବ । ପ୍ରେମ ସମ୍ପର୍କ ସୁଦୃଢ ହେବ । ଛାତ୍ର ଛାତ୍ରୀ ମାନେ ଅଧିକ ପଢିବାକୁ ଇଛୁକ ହେବେ । ଅର୍ଥ ବ୍ୟୟର ଯୋଗ ରହିଛି ।
ट्रेन्डिंग फोटोज़