Horoscope Today 21 February 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୨୧ ହେଉଛି ଶୁକ୍ରବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ALSO READ: ଫୁଲ ବଗିଚାରେ ନିଜ ଅଜାଙ୍କ ସହ ଏମିତି କିଛି ହରକତ୍ କଲେ ଅଭିନେତ୍ରୀ ପ୍ରକୃତି ମିଶ୍ର, ଭାଇରାଲ୍ ହେଲା ଭିଡିଓ
କୁମ୍ଭ- ଅଫିସରେ କୌଣସି ଜଟିଳ ବିଷୟ ଆଜି ସମାଧାନ ହେବ। ଆପଣ କାର୍ଯ୍ୟ କରିବାର ପଦ୍ଧତିରେ ପରିବର୍ତ୍ତନ ଆସିପାରେ । ଆପଣ କିଛି କାର୍ଯ୍ୟ ସମ୍ବନ୍ଧରେ ଏକ ବଡ଼ ନିଷ୍ପତ୍ତି ନେଇପାରିବେ ।ପିଲାମାନଙ୍କଠାରୁ ଭଲ ଖବର ପାଇବାର ସମ୍ଭାବନା ଅଛି ।
ମୀନ- ଚାକିରି କ୍ଷେତ୍ରରେ ଉନ୍ନତି ଯୋଗ ରହିଛି । ଭୂମି କ୍ରୟ କରିବେ । ବ୍ୟବସାୟ ରେ ସୁଫଳ ମିଳିବ । ଅଳଙ୍କାର କ୍ରୟ କରି ପାରନ୍ତି । ଛାତ୍ର ଛାତ୍ରୀ ମାନଙ୍କର ପାଠ ରେ ମନ ଲାଗିବ ନାହିଁ । ପ୍ରେମ ସମ୍ପର୍କ ରେ ନିଜକୁ ଭାଗ୍ୟ ଶାଳୀ ମାନେ କରିବେ ।ବନ୍ଧୁ ସୁଖ ପ୍ରାପ୍ତ କରିବେ ।
ट्रेन्डिंग फोटोज़