Horoscope Today 7th February 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୭ ହେଉଛି ଶୁକ୍ରବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ALSO READ: କୁମ୍ଭ ମେଳାରୁ ଭାଇରାଲ୍ ହେଲା ଅଭିନେତ୍ରୀ ରଚନା ବାନାର୍ଜୀଙ୍କ ଏହି ଭିଡିଓ, ଦେଖନ୍ତୁ...
ଧନୁ: କର୍ମ କ୍ଷେତ୍ରରେ ସାବଧାନ ଅବଲମ୍ବନ କରନ୍ତୁ । ବିରୋଧୀଙ୍କ କୁଚକ୍ରାନ୍ତରେ ପଡ଼ିପାରନ୍ତି। ଆର୍ଥିକ ଅନଟନ ଦେଖା ଦେଇପାରେ। ବିଦ୍ୟାର୍ଥୀମାନେ ଅବହେଳିତ ହେବେ । ସୁଖ ହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି।
ମକର: ଆର୍ଥିକ ସ୍ଥିତିରେ ବୃଦ୍ଧି ସହିତ ମାନସିକ ଶାନ୍ତି ବଜାୟ ରହିବ । କାର୍ଯ୍ୟରେ କୌଣସି ବ୍ୟକ୍ତି ବାଧା ସୃଷ୍ଟି କରିପାରନ୍ତି। ଚାକିରିରେ ମଧ୍ୟମ ଫଳ ପ୍ରାପ୍ତି। ବ୍ୟବସାୟରେ ଉଧାର ଦିଅନ୍ତୁ ନାହିଁ । ଭ୍ରମଣର ଯୋଗ ରହିଛି । ବିଦ୍ୟାର୍ଥୀମାନେ ସଫଳ ହେବେ ।
ट्रेन्डिंग फोटोज़