Advertisement
Photo Details/zeeodisha/odisha2631409
photoDetails0hindi

Good News: ଅଗ୍ନିଶମ କର୍ମଚାରୀଙ୍କ ବଢିଲା ଭତ୍ତା, ପାଇବେ ଏତିକି...

ଅଗ୍ନିଶମ କର୍ମଚାରୀଙ୍କ ପାଇଁ ଖୁସି ଖବର । କାରଣ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏହାଦ୍ୱାରା ୬୦୫୮ ଜଣ ଅଗ୍ନିଶମ କର୍ମଚାରୀ ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି ।

1/5

ଅଗ୍ନିଶମ କର୍ମଚାରୀଙ୍କ କଲ୍ୟାଣ ପାଇଁ ଘରଭଡ଼ା ସହ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।

2/5

ଡାଏଟ ଭତ୍ତା ୯ ଶହରୁ ୧୪ ଶହକୁ ବଢ଼ିଲା

3/5

ମୋଟର ସାଇକେଲ୍‌ ଭତ୍ତା ୩ ଶହରୁ ୧୦୫୦ ଟଙ୍କାକୁ ବୃଦ୍ଧି ପାଇଛି

4/5

ମୋବିଲିଟି ଭତ୍ତା ୧୫୦ରୁ ୩ ଶହ ଟଙ୍କାକୁ ବୃଦ୍ଧି ପାଇଛି

5/5

ରିସ୍କ ଭତ୍ତା ୪ ଶହରୁ ୧ ହଜାର ଟଙ୍କାକୁ ବଢ଼ିଲା ।