Advertisement
Photo Details/zeeodisha/odisha2587561
photoDetails0hindi

Weather Update: ଏହି ଜିଲ୍ଲାରେ କୁହୁଡି ନେଇ ପାଣିପାଗ ବିଭାଗର ସତର୍କବାଣୀ

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ, ଆସନ୍ତା ସୋମବାରରୁ ଶୀତ କମିବା ନେଇ ପୂର୍ବାନୁମାନ କରାଯାଇଛି ।

1/6

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ କଳାହାଣ୍ଡିର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହୋଇପାରେ । 

2/6

ସୁନ୍ଦରଗଡ଼, ଅନୁଗୁଳ, କନ୍ଧମାଳ ଏବଂ କୋରାପୁଟ ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସାମ୍ଭାବନା ଅଛି ।

3/6

ତେବେ ଆଗାମି ୨୪ ଘଣ୍ଟା ପାଇଁ ରାଜ୍ୟର ଜିଲ୍ଲାଗୁଡିକରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

4/6

ତାପର ଦିନଠାରୁ ସର୍ବନିମ୍ନ ତାପମାତ୍ରାରେ ୨ରୁ୩ ଡିଗ୍ରୀ ସେଲସିୟସ ବଢିବାର ସମ୍ଭାବନା ରହିଛି  ।

5/6

ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

6/6

ଉପରୋକ୍ତ ସୂଚନା ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଦିଆଯାଇଛି ।