Road Accident: ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା OSRTC ବସ୍, ୨୦ ଆହତ
Advertisement
Article Detail0/zeeodisha/odisha2656172

Road Accident: ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା OSRTC ବସ୍, ୨୦ ଆହତ

Road Accident: ଅଶୁଭ ଶନିବାର! ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଓଏସଆରସିଟିସି ବସ୍। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ବେଳେ କେହି ମୃତାହତ ହୋଇ ନଥିବା ଜଣାପଡିଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

Road Accident: ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା OSRTC ବସ୍, ୨୦ ଆହତ

Road Accident: ଅଶୁଭ ଶନିବାର! ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡିଲା ଓଏସଆରସିଟିସି ବସ୍। ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ବେଳେ କେହି ମୃତାହତ ହୋଇ ନଥିବା ଜଣାପଡିଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ଛାନଭିନ୍ ଆରମ୍ଭ କରିଛି। କିଭଳି ସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେନେଇ ପୋଲିସ୍ ଛାନଭିନ୍ ଆରମ୍ଭ କରିଛି। ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡା ଥାନା ମୁଚୁରନାଳୀ ଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । 

ସୂଚନା ଅନୁସାରେ,  ଗତକାଲି ବିଳମ୍ବିତ ରାତିରେ ଏକ ଓଏସଆରଟିସି ବସ୍ ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ସୁନ୍ଦରଗଡରୁ ପୁରୀ ଅଭିମୁଖେ ଯାଉଥିଲା । ହେଲେ  ମୁଚୁରନାଳୀ ନିକଟରେ ବସ୍ ଭାରସାମ୍ୟ ହରାଇ ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଥିଲା । ଫଳରେ ବସ୍ ରେ ଥିବା ୫୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୨୦ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାର ଖବର ପାଇଁ ଘଟଣାସ୍ଥଳରେ ପୋଲିସ୍ ଓ ଉଦ୍ଧାରକାରୀ ଦଳ ପହଂଚିଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ରାଉରକେଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ପୋଲିସ୍ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ।