Gold Rate Today: ସୁନା ଦରରେ ବୃହତ ହ୍ରାସ, ରାଜ୍ୟରେ ଗ୍ରାମ ପିଛା ସୁନା ମୂଲ୍ୟ.....
Advertisement
Article Detail0/zeeodisha/odisha2517901

Gold Rate Today: ସୁନା ଦରରେ ବୃହତ ହ୍ରାସ, ରାଜ୍ୟରେ ଗ୍ରାମ ପିଛା ସୁନା ମୂଲ୍ୟ.....

Gold Rate Today: ମୁମ୍ବାଇରେ ମଧ୍ୟ ସୁନା ଦର କମିଛି।  ୨୨ କ୍ୟାରେଟ୍ ର ୧୦ ଗ୍ରାମ୍ ମୂଲ୍ୟ ୬୯,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୬୫୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା କମିଛି।ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ଦର ଖସିଛି।  ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୬୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି। 

Gold Rate Today: ସୁନା ଦରରେ ବୃହତ ହ୍ରାସ, ରାଜ୍ୟରେ ଗ୍ରାମ ପିଛା ସୁନା ମୂଲ୍ୟ.....

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଜାଣନ୍ତୁ ଆଜି କେତେ ରହିଛି ସୁନା ରେଟ୍। ଚଳିତ ସପ୍ତାହରେ ସୁନା ଦରରେ ରେକର୍ଡ ହ୍ରାସ ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି।  ଯଦି ଆପଣ ଆଜି ସୁନା ଅଳଙ୍କାର  କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ସୁନା ରେଟ୍?...

  ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୬୯ ହଜାର ୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର  ଦାମ୍ ୭୫ ହଜାର ୬୫୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି। ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୮୦୦ ଟଙ୍କା ରହିଛି । 

ସେହିପରି ମୁମ୍ବାଇରେ ମଧ୍ୟ ସୁନା ଦର କମିଛି।  ୨୨ କ୍ୟାରେଟ୍ ର ୧୦ ଗ୍ରାମ୍ ମୂଲ୍ୟ ୬୯,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୬୫୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା କମିଛି।ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ଦର ଖସିଛି।  ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୬୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି। 

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୬୫୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୬ ହଜାର ୭୪୦ ଟଙ୍କା ରହିଛି।  ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦ , ୨୪ କ୍ୟାରେଟ୍ ରେ ୧୧୦ ଏବଂ ୧୮ କ୍ୟାରେଟ୍ ରେ ୮୦ ଟଙ୍କା ଖସିଛି।