Advertisement
Photo Details/zeeodisha/odisha2414294
photoDetails0hindi

Gold Price Today: ଗଣେଶ ପୂଜା ପୂର୍ବରୁ ଖସିଲା ସୁନା ରେଟ୍, ଜାଣନ୍ତୁ ଭରି ପିଛା କେତେ ଟଙ୍କା ହେଲା ହ୍ରାସ?

Gold Price Today: ଗ୍ରାହକଙ୍କ ପାଇଁ ଖୁସି ଖବର। ପାର୍ବଣ ପୂର୍ବରୁ ଖସିଲା ସୁନା ରେଟ୍। ଗତକାଲି ସୁନା ଦର ସ୍ଥିର ଥିବା ବେଳେ ଆଜି ରେଟ୍ ହ୍ରାସ ପାଇଛି। ଯାହା ଗ୍ରାହକଙ୍କୁ ସାମାନ୍ୟ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା- ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ଏହି ଖବର ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନାଦର? 

 

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୨,୭୬୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ହୋଇଛି। 

ALSO READ: Surya Budh Yuti 2024: କନ୍ୟାରେ ସୂର୍ଯ୍ୟ-ବୁଧଙ୍କ ଗୋଚର, ଏହିସବୁ ରାଶିଙ୍କ ପାଇଁ ଆରମ୍ଭ ହେବ ଶୁଭ ଦିନ!

ALSO READ: Shani Shukra Yuti 2024: ଶନି-ଶୁକ୍ରଙ୍କ କୃପାରୁ ଉଦୟ ହେବ ଏହିସବୁ ରାଶିଙ୍କ ଭାଗ୍ୟ, ୨୦୨୫ ପର୍ଯ୍ୟନ୍ତ ରହିବନି ଧନର ଅଭାବ!

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୮୪୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୨,୯୧୦ ଟଙ୍କା ରହିଛି । ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ହୋଇଛି। 

ALSO READ: Petrol Diesel Price Today: ନୂଆ ତେଲ ଦର ଜାରି, ଜାଣନ୍ତୁ ରାଜ୍ୟରେ କେତେ କମିଲା ପେଟ୍ରୋଲ-ଡିଜେଲ ରେଟ୍?

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୨,୭୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି। 

 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୬୯୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୨,୭୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା କମିଛି।

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୬,୬୯୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୨,୭୬୦ ଟଙ୍କା ରହିଛି। ତେବେ, ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ୧୦ ଟଙ୍କା ହ୍ରାସ ପାଇଛି।