Advertisement
Photo Details/zeeodisha/odisha2583221
photoDetails0hindi

Gold Rate Today: ନୂଆବର୍ଷରେ ଗ୍ରାହକଙ୍କୁ ବଡ଼ ଝଟକା, ସୁନା ଦରରେ ଅହେତୁକ ବୃଦ୍ଧି

Gold Rate Today: ନୂଆବର୍ଷରେ ଗ୍ରାହକଙ୍କୁ ବଡ଼ ଝଟକା। ଆଜି ସୁନା ଦର ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି। ଗତକାଲି ଦର ହ୍ରାସ ହୋଇଥିବା ବେଳେ ଆଜି ଦରରେ ପରିବର୍ତ୍ତନ ହୋଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ପାଇଛି। 

 

ALSO READ: Today Horoscope: ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ; ଏମାନେ ରୁହନ୍ତୁ ସତର୍କ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବର୍ଷର ପ୍ରଥମ ଦିନ?

ALSO READ:  ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ନୂଆବର୍ଷ ପରେ ଛାତ୍ରଛାତ୍ରୀଙ୍କୁ ହାତଖର୍ଚ୍ଚ ଦେବେ ସରକାର!

2/5
  ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୬୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବଢିଛି। 

3/5
  ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୮,୦୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବଢିଛି।

4/5
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୫୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୦୦୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବୃଦ୍ଧି ହୋଇଛି। 

5/5
  ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍  ୭୧,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୭୮,୦୦୦ ଓ ୧୮ କ୍ୟାରେଟ୍ ର ରେଟ୍ ୫୮,୫୦୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୪୪୦ ଟଙ୍କା ବଢିଛି। ସେହିପରି ୧୮ କ୍ୟାରେଟ୍ ରେ ୩୨୦ ଟଙ୍କା ବୃଦ୍ଧି ହୋଇଛି।