Advertisement
Photo Details/zeeodisha/odisha2641322
photoDetails0hindi

Gold Rate Today: ଆଜି ସୁନା ଦରରେ ଅହେତୁକ ବୃଦ୍ଧି, ଭରି ପିଛା ଏତେ ଟଙ୍କା ବଢିଲା ରେଟ୍

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନା ଦର ବୃଦ୍ଧି ପାଇଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଯାହା ଗ୍ରାହକଙ୍କୁ ଝଟକା ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରରେ କେତେ ରହିଛି ସୁନା ରେଟ୍?

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ଦର ୮୦,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୭,୯୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୮୦୦ ଓ ୮୭୦ ଟଙ୍କା ବୃଦ୍ଧି ହୋଇଛି। 

ALSO READ: Subhadra Yojana 2025: ଆକାଉଣ୍ଟକୁ ଆସିନି କି ସୁଭଦ୍ରା ଟଙ୍କା? କରନ୍ତୁ ଏହି କାମ ;ଏକା ସାଙ୍ଗେ ପାଇବେ ୨ଟି କିସ୍ତି

ALSO READ: Varsha Priyadarshini Video: ରୋଷେଇ ଘରୁ ଭାଇରାଲ୍ ହେଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଏହି ଭିଡିଓ, ଦେଖନ୍ତୁ

2/5
ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୮,୦୮୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୮୦୦ ଓ ୮୭୦ ଟଙ୍କା ବଢିଛି। 

3/5
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୮୦,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ରେଟ୍ ୮୭,୯୩୦ ଟଙ୍କା ରହିଛି । ୨୨ ଓ ୨୪ ରେ ଭରି ପିଛା ୮୦୦ ଓ ୮୭୦ ଟଙ୍କା ବୃଦ୍ଧି ପାଇଛି। 

4/5
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭, ୯୩୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୮୦୦ ଓ ୮୭୦ ଟଙ୍କା ବଢିଛି। 

5/5
ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୬୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୭,୯୩୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୮୦୦ ଓ ୮୭୦ ଟଙ୍କା ବୃଦ୍ଧି ପାଇଛି।