Gold Rate Today: ସୁନା ପ୍ରେମୀଙ୍କ ପାଇଁ ଖୁସି ଖବର। ଗତକାଲି ସୁନା ରେଟ୍ ବଢିଥିବା ବେଳେ ଆଜି ଦରରେ ହ୍ରାସ ଦେଖିବାକୁ ମିଳିଛି। ଯାହା ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତାହା ହେଲେ ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍ ?
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୬,୬୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୧୦ ଟଙ୍କା ହ୍ରସ ପାଇଛି।
ALSO READ: Prakruti Mishra Video: ଏହି ଯୁବକଙ୍କ ପ୍ରେମରେ ପଡି଼ଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର ! ଭାଇରାଲ୍ ହେଲା ଭିଡି଼ଓ
ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୫୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୬,୮୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୧୦ ଟଙ୍କା ଖସିଛି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୬,୬୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୧୦ ଟଙ୍କା କମିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୬,୬୭୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୧୦ ଟଙ୍କା ହ୍ରାସ ପାଇଛି।
ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୪୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୬,୬୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୭୦୦ ଓ ୭୧୦ ଟଙ୍କା ହ୍ରାସ ପାଇଛି।
ट्रेन्डिंग फोटोज़