Advertisement
Photo Details/zeeodisha/odisha2644179
photoDetails0hindi

Gold Rate Today: ପୁଣି ବୃଦ୍ଧି ପାଇଲା ସୁନା ରେଟ୍, ଭୁବନେଶ୍ବରରେ ଭରି ପିଛା କେତେ ରହିଛି ରେଟ୍ , ଜାଣନ୍ତୁ

ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତକାଲି ସୁନାଦରରେ ହ୍ରାସ ହୋଇଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍? 

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୭,୦୫୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୩୮୦ ଟଙ୍କା ବୃଦ୍ଧି ପାଇଛି।   

ALSO READ: Rahu Gochar 2025: ଏହିସବୁ ରାଶିଙ୍କ ପାଇଁ ରାହୁ ଆଣୁଛନ୍ତି ଶୁଭ ସମୟ, ଧନୀ ହେବା ସହ...

ALSO READ: ବଧୂ ବେଶରେ ନଜର ଆସିଲେ ଯାତ୍ରା ଅଭିନେତ୍ରୀ ନିଶା, ରୁମ୍ ଭିତରୁ ଭାଇରାଲ୍ ହେଲା ଏହି ଭିଡିଓ

2/5

ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୯୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୨୦୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୩୮୦ ଟଙ୍କା ବଢିଛି। 

3/5
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୮୦୦ ଟଙ୍କା ଥିବା ବେଳେ୨୪ କ୍ୟାରେଟ୍ ର ଦାମ୍ ୮୭,୦୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୩୮୦ ଟଙ୍କା ବଢିଛି।

4/5
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ ୮୭,୦୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୩୮୦ ଟଙ୍କା ବୃଦ୍ଧି ପାଇଛି। 

5/5
ସେହିପରି, ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୮୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୦୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୪୦୦ ଓ ୩୮୦ ଟଙ୍କା ବଢିଛି।