Advertisement
Photo Details/zeeodisha/odisha2516700
photoDetails0hindi

Gold Rate Today: ଆଜି ପୁଣି ହ୍ରାସ ପାଇଲା ସୁନା ରେଟ୍, ରାଜ୍ୟରେ ଭରି ପିଛା ଏତେ ଶହ ଟଙ୍କା ଖସିଲା ଦର

Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର। ଆଜି ପୁଣି ଖସିଲା ସୁନା ରେଟ୍ । ଚଳିତ ସପ୍ତାହରେ ସୁନାଦରର ରେକର୍ଡ ହ୍ରାସ ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି।  ଯଦି ଆପଣ ଆଜି ସୁନା ଅଳଙ୍କାର  କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ସୁନା ରେଟ୍?...

1/5
  ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ର ୧୦ ଗ୍ରାମ୍ ରେଟ୍ ୬୯ ହଜାର ୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର  ଦାମ୍ ୭୫ ହଜାର ୬୫୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି।    ALSO READ: Surya Gochar 2024: ବିଛାରେ ସୂର୍ଯ୍ୟଙ୍କ ଚଳନ, ଆଜିଠୁ ଚମକିବ ଏହିସବୁ ରାଶିର ଭାଗ୍ୟ, କର୍ମକ୍ଷେତ୍ରରୁ ମିଳିବ ଶୁଭଫଳ   ALSO READ: Horoscope 2025: ଶନିଙ୍କ କୃପାରୁ ଆଜିଠୁ ବଦଳିବ ୯ ରାଶିଙ୍କ ଭାଗ୍ୟ, କିଣିବେ ନୂଆ ଘର ସହ ଚାକିରିରେ ମିଳିବ ପଦୋନ୍ନତି !

2/5
ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୫୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୮୦୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା ଖସିଛି।

3/5
ସେହିପରି ମୁମ୍ବାଇରେ ମଧ୍ୟ ସୁନା ଦର କମିଛି।  ୨୨ କ୍ୟାରେଟ୍ ର ୧୦ ଗ୍ରାମ୍ ମୂଲ୍ୟ ୬୯,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୬୫୦ ଟଙ୍କା ରହିଛି।  ୨୨ ଓ ୨୪ କ୍ୟାରେଟ୍ ରେ ୧୦୦ ଓ ୧୧୦ ଟଙ୍କା କମିଛି।

4/5
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ବି ସୁନା ଦର ଖସିଛି।  ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୬୫୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୧୦୦ ଓ ୧୧୦ ଟଙ୍କା ହ୍ରାସ ପାଇଛି। 

5/5
ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୬୯,୩୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୫,୬୫୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୬ ହଜାର ୭୪୦ ଟଙ୍କା ରହିଛି।  ତେବେ, ଆମେ ଏଠାରେ ଆପଣଙ୍କୁ ସୂଚନା ଦେବା ପାଇଁ ଚାହିଁବୁ ଯେ, ୨୨ କ୍ୟାରେଟ୍ ରେ ୧୦୦ , ୨୪ କ୍ୟାରେଟ୍ ରେ ୧୧୦ ଏବଂ ୧୮ କ୍ୟାରେଟ୍ ରେ ୮୦ ଟଙ୍କା ଖସିଛି।