Advertisement
Photo Details/zeeodisha/odisha2476115
photoDetails0hindi

Gold Rate Today: ନୂଆ ସୁନା ଦର ଜାରି, ୫୯ ହଜାର ତଳେ ଭରି ପିଛା ମୂଲ୍ୟ

Gold Rate Today: ଉଛୁଳୁଛି ସୁନା ବଜାର। ଗତ ସପ୍ତାହରେ ସୁନା ଦର ଖସିଥିବା ବେଳେ ଆଜି ପୁଣି ଥରେ ଦର ବୃଦ୍ଧି ହୋଇଛି। ତେବେ , ଦୀପାବଳି ପୂର୍ବରୁ ରେଟ୍ ଆହୁରି ଅଧିକ ରହିବ ବୋଲି ଚର୍ଚ୍ଚା ହେଉଛି। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍?

 

1/5

ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୦୦ ଓ ୨୨୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Grah Gochar 2024: ସୂର୍ଯ୍ୟ-ଶୁକ୍ରଙ୍କ କୃପାରୁ ଆଜିଠୁ ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ, ବେକାରିଙ୍କୁ ମିଳିବ ଚାକିରି ସହ ବ୍ୟବସାୟୀରେ...

 

ALSO READ: Budh Gochar 2024: ଏହିସବୁ ରାଶିଙ୍କ ଭାଗ୍ୟ ଖୋଲିବ ବୁଧଙ୍କ ଚଳନ, କର୍ମକ୍ଷେତ୍ରରୁ ମିଳିବ ଖୁସି ଖବର ସହ...

2/5

ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନର ୧୦ ଗ୍ରାମ୍ ରେଟ୍ ୭୧,୭୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୨୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୦୦  ଓ ୨୨୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୨୦୦ ଓ ୨୨୦ ଟଙ୍କା ବୃଦ୍ଧି ପାଇଛି। 

4/5

ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୧,୬୦୦ ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୧୦ ଟଙ୍କା ରହିଛି।  ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୨୦୦ ଓ ୨୨୦ ଟଙ୍କା ବଢିଛି।

5/5

ସେହିପରି ଓଡିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୧,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୭୮,୧୧୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୫୮,୫୮୦ ଟଙ୍କା ରହିଛି। ୨୨ କ୍ୟାରେଟ୍ ରେ ୨୦୦, ୨୪ କ୍ୟାରେଟ୍ ରେ ୨୨୦ ଓ ୧୮ କ୍ୟାରେଟ୍ ରେ ୧୬୦ ଟଙ୍କା ବୃଦ୍ଧି ହୋଇଛି।