Advertisement
Photo Details/zeeodisha/odisha2656244
photoDetails0hindi

Gold Rate Today: ସପ୍ତାହ ଶେଷରେ ସୁନା ଦର ବୃଦ୍ଧି, ଭରି ପିଛା ଏତେ ଶହ ଟଙ୍କା ବଢିଲା ରେଟ୍

Gold Rate Today: ସୁନାପ୍ରେମୀଙ୍କ ପାଇଁ ବଡ ଖବର। ସପ୍ତାହ ଶେଷରେ ପୁଣି ବଢିଲା ସୁନା ରେଟ୍। ଗତକାଲି ସୁନା ଦର ବୃଦ୍ଧି ହୋଇଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟା ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ,ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍।...

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ରେଟ୍  ୮୦,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୭୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୦୦ ଓ  ୨୦ ଟଙ୍କା ବୃଦ୍ଧି ହୋଇଛି। 

ALSO READ: Shani Gochar 2025: ଫେବୃଆରୀ ୨୭ରେ ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଫିଟିବ ୫ରାଶିଙ୍କ ଭାଗ୍ୟ ;ବ୍ୟବସାୟୀଙ୍କ ସହ ଚାକିରିଆ ହେବେ ଧନୀ!

ALSO READ: Prakruti Mishra Video: ପୁଣି ଥରେ ଅଭିନେତା ବାବୁଶାନଙ୍କ ପ୍ରେମରେ ପଡିଲେ କି ପ୍ରକୃତି? ଭାଇରାଲ୍ ହେଲା ଏହି ଭିଡିଓ

 

 

 

 

2/5

ସେହିପରି ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ରେଟ୍ ୮୦,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୯୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୩୦୦ ଓ ୩୭୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୭୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ  ୨୦୦ ଓ ୨୦ ଟଙ୍କା ବଢିଛି। 

 

4/5

ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୦,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୭,୭୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୨୦୦ ଓ ୨୨୦ ଟଙ୍କା ବଢିଛି। 

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ରେଟ୍  ୮୦,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନାର ଦାମ୍ ୮୭,୭୭୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ରେଟ୍ ୬୫,୮୨୦ ଟଙ୍କା ରହିଛି ।  ୨୨ ଓ ୨୪ କ୍ୟାରେଟ୍ ରେ ୨୦୦ ଓ ୨୨୦ ଟଙ୍କା ବୃଦ୍ଧି ହୋଇଥିବା ବେଳେ ୧୮ କ୍ୟାରେଟ୍ ରେ ୧୬୦ ଟଙ୍କା ବଢିଛି।