Advertisement
Photo Details/zeeodisha/odisha2632336
photoDetails0hindi

Gold Rate Today: ଆଜି ପୁଣି ରେକର୍ଡ ଭାଙ୍ଗିଲା ସୁନା ଦର, ଭରି ପିଛା ଏତେ ବଢିଲା ରେଟ୍


Gold Rate Today: ସୁନା ପ୍ରେମୀଙ୍କ ପାଇଁ ବଡ଼ ଖବର।  ସୁନା ଦର ଗତ କିଛି ଦିନ ହେବ ହୁ ହୁ ହୋଇ ବଢି ଚାଲିଥିବା ବେଳେ ଆଜି ମଧ୍ୟ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଆପଣଙ୍କ ପାଇଁ ଏହି ଖବରଟି ଗୁରୁତ୍ବପୂର୍ଣ୍ଣ ଅଟେ । ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ଦର।...

1/5

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୬,୨୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୫୦ ଓ ୧୦୪୦ ଟଙ୍କା ବୃଦ୍ଧି ପାଇଛି। 

ALSO READ: Today Horoscope: କାହା ପାଇଁ ଶୁଭ ତ କାହା ପାଇଁ ଅଶୁଭ ରହିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର?

ALSO READ: Shani Asta 2025: ଫେବୃଆରୀ ୨୮ରେ ଅସ୍ତ ହେବେ ଶନି, ମାଲାମାଲ୍ ହେବେ ଏହିସବୁ ରାଶି, ବ୍ୟବସାୟରୁ ମିଳିବ ପ୍ରଚୁର ଲାଭ ସହ...

2/5

ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୨୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୬,୩୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୫୦ ଓ ୧୦୪୦ ଟଙ୍କା ବୃଦ୍ଧି ପାଇଛି। 

 

3/5

ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୬,୨୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୫୦ ଓ ୧୦୪୦ ଟଙ୍କା ବଢିଛି। 

4/5

ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୦୫୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୬,୨୪୦ ଟଙ୍କା ରହିଛି ।  ୨୨ ଓ ୨୪ କ୍ୟାରେଟ୍ ରେ  ଭରି ପିଛା ୯୫୦ ଓ ୧୦୪୦ ଟଙ୍କା ବୃଦ୍ଧି ପାଇଛି। 

 

5/5

ଅନ୍ୟପଟେ, ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍   ୭୯,୦୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୬,୨୪୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୯୫୦ ଓ ୧୦୪୦ ଟଙ୍କା ବଢିଛି।