Advertisement
Photo Details/zeeodisha/odisha2635412
photoDetails0hindi

Gold Rate Today: ସୁନାଦରରେ ଲାଗିଲା ବ୍ରେକ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଭରି ପିଛା ମୂଲ୍ୟ?

Gold Rate Today: ସୁନାପ୍ରେମୀଙ୍କ ପାଇଁ ଖୁସି ଖବର। ଗତ କିଛି ଦିନ ହେବ ସୁନା ଦର ଉପର ମୁହାଁ ହୋଇଥିବା ବେଳେ ଆଜି ଦରରେ ଲାଗିଛି ବ୍ରେକ୍। ଯାହା ଗ୍ରାହକଙ୍କୁ ଆଶ୍ବସ୍ତି ଦେଇଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରୁଛନ୍ତି। ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍... 

1/5
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୬,୫୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦରରେ ଆଜି କୌଣସି ପ୍ରକାର ପରିବର୍ତ୍ତନ ହୋଇ ନାହିଁ।

ALSO READ: Maha Shivratri 2025: ମହାଶିବରାତ୍ରୀରେ ପଡୁଛି ଦୁର୍ଲଭ ଯୋଗ, ଏହିସବୁ ରାଶିଙ୍କ ଉପରେ ହେବ ଟଙ୍କା ବର୍ଷା ସହ...

ALSO READ: Shani Asta 2025: ଫେବୃଆରୀ ୨୮ରେ ଅସ୍ତ ହେବେ ଶନି, ମାଲାମାଲ୍ ହେବେ ଏହିସବୁ ରାଶି, ବ୍ୟବସାୟରୁ ମିଳିବ ପ୍ରଚୁର ଲାଭ ସହ...

2/5

ସେହିପରି, ଦେଶର ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୪୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୬,୬୬୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦର ସ୍ଥିର ରହିଛି। 

3/5

ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୮୬,୫୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ଦର ସ୍ଥିର ରହିଛି। 

4/5
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୬,୫୧୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ର ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି। 

5/5
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୯,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍  ୮୬,୫୧୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ଦରରେ କୌଣସି ପ୍ରକାର ପରିବର୍ତ୍ତନ ହୋଇନି।