Gold Rate: ଦେଶରେ ଆରମ୍ଭ ହୋଇଯାଇଛି ବିବାହ ଋତୁ। ଏହାରି ମଧ୍ୟରେ ଗ୍ରାହକଙ୍କ ଚିନ୍ତା ବଢ଼ାଇଛି ସୁନା ଦର ବୃଦ୍ଧି। ମାତ୍ର ଆଜି ସପ୍ତାହ ଆରମ୍ଭରେ ଦେଶରେ ସୁନା ଦର ହ୍ରାସ ପାଇଥିବା ଦେଖିବାକୁ ମିଳିଛି।
ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୦,୪୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୮୭,୭୬୦ ଟଙ୍କା ରହିଛି।
ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୦,୪୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୮୭,୭୬୦ ଟଙ୍କା ରହିଛି।
ସେହିପରି ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୦,୪୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୮୭,୭୬୦ ଟଙ୍କା ରହିଛି।
କୋଲକାତାରେ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୦,୪୪୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୮୭,୭୬୦ ଟଙ୍କା ରହିଛି।
ट्रेन्डिंग फोटोज़