KIIT University New Video: ରାଜଧାନୀର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ବିଟେକ୍ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଉକ୍ତ ନେପାଳୀ ଛାତ୍ରୀଜଣକ ଆତ୍ମହତ୍ୟା କରିଥିବା କୁହାଯାଉଛି। ମୃତ୍ୟୁ ପରେ ଅନ୍ୟ ନେପାଳୀ ଛାତ୍ର ଉନ୍ମକ୍ତକାଣ୍ଡ ଭିଆଇଛନ୍ତି। ଏହାକୁ ନେଇ ବିଳମ୍ବିତ ରାତିରେ କ୍ୟାମ୍ପସ୍ ପରିସରରେ ଉତ୍ତେଜନା ଦେଖିବାକୁ ମିଳିଛି। କିଛି ଛାତ୍ର କ୍ୟାମ୍ପସ ଭିତରେ ପଶି ଭଙ୍ଗାରୁଜା କରିବା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଉ ଏହି ଭିଡିଓଟି ଗତକାଲି ରାତିର ବୋଲି କୁହାଯାଉଛି।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.