Viral video: ଏହି ଭିଡିଓଟି ସୋସିଆଲ ମିଡିଆରେ ଖୁବ ମାତ୍ରାରେ ଭାଇରାଲ ହେବାରେ ଲାଗିଛି । ସଂଜୀବ ନାମକ ଯୁବକ ଚମତ୍କାର ଓଡ଼ିଶୀ ନୃତ୍ୟ ପରିବେଷଣ କରିଛନ୍ତି । ଗଣେଶ ନାଟ୍ୟାଳୟ ପକ୍ଷରୁ ଏହି ଡ୍ୟାନ୍ସ ଫେଷ୍ଟିଭାଲର ଆୟୋଜନ କରାଯାଇଥିଲା ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.