Virat Kohli: ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଦିନିକିଆ ସିରିଜର ୩ୟ ମ୍ୟାଚ ପାଇଁ ଟିମ୍ ଇଣ୍ଡିଆ ଅହମଦାବାଦରେ ପହଞ୍ଚିସାରିଛି । ୩ୟ ମ୍ୟାଚ୍ ଆସନ୍ତାକାଲି ଖେଳାଯିବ । ତେବେ ଏହାରି ମଧ୍ୟରେ ଟିମ ଇଣ୍ଡିଆର ଷ୍ଟାର ଖେଳାଳି ବିରାଟ କୋହଲିଙ୍କ ଏକ ଭିଡିଓ ଭାଇରଲ ହେବାରେ ଲାଗିଛି । ଯେଉଁଥିରେ ବିରାଟ ଏୟାରପୋର୍ଟରେ ଜଣେ ମହିଳାଙ୍କୁ ଆଲିଙ୍ଗନ କରୁଛନ୍ତି । ଅହମ୍ମଦାବାଦକୁ ଉଡାଣ ଭରିବା ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ହାଇ ସିକ୍ୟୁରିଟି ଭାଙ୍ଗି ଭିଡ ଭିତରୁ ଜଣେ ମହିଳାଙ୍କୁ ଆଲିଙ୍ଗନ କରିଥିଲ ବିରାଟ । ଏହା ଦେଖି ସିକ୍ୟୁରିଟି ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । ଯାହାର ଭିଡିଓ ଏବେ ବେଶ୍ ଭାଇରଲ ହେବାରେ ଲାଗିଛି ।
Thank you
By clicking “Accept All Cookies”, you agree to the storing of cookies on your device to enhance site navigation, analyze site usage, and assist in our marketing efforts.